ଉପଦେଶକ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଉପଦ୍ରବସବୁ ଦେଖିଲି; ଆଉ ଦେଖ, ଉପଦ୍ରବପ୍ରାପ୍ତଣଲୋକମାନଙ୍କର ଅଶ୍ରୁପାତ ହୁଏ ଓ ସେମାନଙ୍କର ସାନ୍ତ୍ଵନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ଵନାକାରୀ କେହି ନାହିଁ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ। Faic an caibideilପବିତ୍ର ବାଇବଲ1 ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।