Biblia Todo Logo
Bìoball air-loidhne

- Sanasan -




ଉପଦେଶକ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକି ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଯଦି ଜଣେ ବ୍ୟକ୍ତି ପଡ଼ିଯାଏ, ତେବେ ତା'ର ସାଙ୍ଗ ତାକୁ ଉଠାଇବାକୁ ସାହାଯ୍ୟ କରିବ। ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ, ତାକୁ ଉଠାଇବା ପାଇଁ ଅନ୍ୟ କେହି ସେଠାରେ ନ ଥାଏ।

Faic an caibideil Dèan lethbhreac




ଉପଦେଶକ 4:10
17 Iomraidhean Croise  

ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।


ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।


ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”


ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?


ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।


ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।


ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।


Lean sinn:

Sanasan


Sanasan