Biblia Todo Logo
Bìoball air-loidhne

- Sanasan -




ଉପଦେଶକ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଏବଂ ଯିଏ ଆଜି ପର୍ଯ୍ୟନ୍ତ ଜନ୍ମ ହୋଇ ନାହିଁ, ସେ ଅନ୍ୟତର ସେମାନଙ୍କଠାରୁ ଭଲରେ ଅଛି, ଯେହେତୁ ସେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।

Faic an caibideil Dèan lethbhreac




ଉପଦେଶକ 4:3
11 Iomraidhean Croise  

ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?


ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।


ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,


କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।


Lean sinn:

Sanasan


Sanasan