ଉପଦେଶକ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି। Faic an caibideilଓଡିଆ ବାଇବେଲ8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି। Faic an caibideilପବିତ୍ର ବାଇବଲ8 କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।