Biblia Todo Logo
Bìoball air-loidhne

- Sanasan -




ଉପଦେଶକ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ପାଇଁ; କ୍ଷେତ୍ର ଦ୍ଵାରା ରାଜା ଆପେ ସେବିତ ହୁଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଏହିସବୁ ପଛରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ୱାରା ରାଜା ମଧ୍ୟ ସେବିତ ହୁଅନ୍ତି।

Faic an caibideil Dèan lethbhreac




ଉପଦେଶକ 5:9
15 Iomraidhean Croise  

ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।


ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।


ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।


କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।


ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।


ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।


ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।


Lean sinn:

Sanasan


Sanasan