ଉପଦେଶକ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Faic an caibideilଓଡିଆ ବାଇବେଲ10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ। Faic an caibideilପବିତ୍ର ବାଇବଲ10 ପଗ୍ଭର ନାହିଁ, “କାହିଁକି ବର୍ତ୍ତମାନଠାରୁ ‘ଅତୀତ’ ଭଲ ଥିଲା?” ଯଦି ତୁମ୍ଭେ ଜ୍ଞାନୀ ହୋଇଥିବ ଏହା ପଗ୍ଭରିବ ନାହିଁ। Faic an caibideil |
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।