ଉପଦେଶକ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ। Faic an caibideilଓଡିଆ ବାଇବେଲ7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ। Faic an caibideilପବିତ୍ର ବାଇବଲ7 ଅରାଜକତା ଜ୍ଞାନୀ ଲୋକମାନଙ୍କୁ ବୋକା କରିଦିଏ, ଲାଞ୍ଚ ବିବେକ ନଷ୍ଟ କରେ। Faic an caibideil |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”