Biblia Todo Logo
Bìoball air-loidhne

- Sanasan -




ଉପଦେଶକ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ୱରଙ୍କଠାରେ ତାହା କରିବାକୁ ପ୍ରତିଜ୍ଞା କରିଅଛ।

Faic an caibideil Dèan lethbhreac




ଉପଦେଶକ 8:2
10 Iomraidhean Croise  

ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।


ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”


ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।


ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।


ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।


Lean sinn:

Sanasan


Sanasan