ଏଫିସୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, Faic an caibideilପବିତ୍ର ବାଇବଲ (Re-edited) - (BSI)15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ଵାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, Faic an caibideilଓଡିଆ ବାଇବେଲ15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, Faic an caibideilପବିତ୍ର ବାଇବଲ (CL) NT (BSI)15-16 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିବା ସମୟଠାରୁ ତୁମ୍ଭମାନଙ୍କ ପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଆସୁଛି। Faic an caibideilପବିତ୍ର ବାଇବଲ15 ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି। Faic an caibideil |