ଏଫିସୀୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, Faic an caibideilପବିତ୍ର ବାଇବଲ (Re-edited) - (BSI)5 ସେହି ନିଗୂଢ଼ତତ୍ତ୍ଵ ଏବେ ଆତ୍ମାଙ୍କ ଦ୍ଵାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବକାଳର ମନୁଷ୍ୟସନ୍ତାନମାନଙ୍କ ନିକଟରେ ସେହିପରି ପ୍ରକାଶିତ ହୋଇ ନ ଥିଲା, Faic an caibideilଓଡିଆ ବାଇବେଲ5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, Faic an caibideilପବିତ୍ର ବାଇବଲ (CL) NT (BSI)5 ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି। Faic an caibideilପବିତ୍ର ବାଇବଲ5 ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି। Faic an caibideil |