ଏଫିସୀୟ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)18 ସେମାନେ ଆପଣାମାନଙ୍କଠାରେ ଥିବା ଅଜ୍ଞାନତା ହେତୁ ଓ ନିଜ ନିଜ ହୃଦୟର ଜଡ଼ତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି ଈଶ୍ଵରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; Faic an caibideilଓଡିଆ ବାଇବେଲ18 ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି; Faic an caibideilପବିତ୍ର ବାଇବଲ (CL) NT (BSI)18 ଏବଂ ସେମାନଙ୍କର ମନ ଅନ୍ଧକାରାଚ୍ଛନ୍ନ। ଈଶ୍ୱର ପଦତ୍ତ ଜୀବନରେ ସେମାନଙ୍କର କୌଣସି ଅଂଶ ନାହିଁ। କାରଣ ସେମାନେ ସମ୍ପୂର୍ଣ୍ଣ ଅଜ୍ଞ ଓ ଅବାଧ୍ୟ। Faic an caibideilପବିତ୍ର ବାଇବଲ18 ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ। Faic an caibideil |