ଏଫିସୀୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ। Faic an caibideilଓଡିଆ ବାଇବେଲ6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ । Faic an caibideilପବିତ୍ର ବାଇବଲ (CL) NT (BSI)6 ନିରର୍ଥକ କଥା କହି କେହି ତୁମକୁ ପ୍ରତାରଣା ନ କରୁ। ଏ ସବୁ କୁକର୍ମ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନ କରନ୍ତି, ସେମାନଙ୍କ ପ୍ରତି ତାଙ୍କର କ୍ରୋଧ ପ୍ରଜ୍ଜ୍ୱଳିତ ହେବ। Faic an caibideilପବିତ୍ର ବାଇବଲ6 ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି। Faic an caibideil |