ଏଫିସୀୟ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; Faic an caibideilପବିତ୍ର ବାଇବଲ (Re-edited) - (BSI)12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; Faic an caibideilଓଡିଆ ବାଇବେଲ12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; Faic an caibideilପବିତ୍ର ବାଇବଲ (CL) NT (BSI)12 କାରଣ ଆମ୍ଭେମାନେ ମର୍ତ୍ତ୍ୟବାସୀ ମନୁଷ୍ୟ ବିରୁଦ୍ଧରେ ଯୁଦ୍ଧ କରୁ ନାହୁଁ; ଆମେ ଶୂନ୍ୟମଣ୍ଡଳର ପୈଶାଚିକ ଶକ୍ତି ଏବଂ ଏହି ଅନ୍ଧକାର ଯୁଗର ଶାସକ, ଅଧିପତି ଓ ସମସ୍ତ ବିଶ୍ୱଶକ୍ତି ବିରୁଦ୍ଧରେ ଯୁଦ୍ଧ କରୁଛୁ। Faic an caibideilପବିତ୍ର ବାଇବଲ12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। Faic an caibideil |