ଏଫିସୀୟ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର। Faic an caibideilଓଡିଆ ବାଇବେଲ4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର । Faic an caibideilପବିତ୍ର ବାଇବଲ (CL) NT (BSI)4 ପିତାମାତାମାନେ, ପିଲାମାନଙ୍କୁ ଉତ୍ତ୍ୟକ୍ତ କରିବା ଭଳି କୌଣସି ବ୍ୟବହାର କର ନାହିଁ, ବରଂ ଖ୍ରୀଷ୍ଟୀୟ ଶୃଙ୍ଖଳା ଓ ଶିକ୍ଷାରେ ସେମାନଙ୍କୁ ପାଳନ କର। Faic an caibideilପବିତ୍ର ବାଇବଲ4 ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର। Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”