ଏଷ୍ଟର 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅକ୍ଷଶ୍ଵେରଶ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲା। Faic an caibideilଓଡିଆ ବାଇବେଲ1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ୍ ପ୍ରଦେଶ ଉପରେ ରାଜ୍ୟ କଲେ। Faic an caibideilପବିତ୍ର ବାଇବଲ1 ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ। Faic an caibideil |
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।