ଏଷ୍ଟର 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲା; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ। Faic an caibideilଓଡିଆ ବାଇବେଲ3 ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ। Faic an caibideilପବିତ୍ର ବାଇବଲ3 ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ୟ ଓ ମାଦିୟା ଦେଶର ବିକ୍ରମି ଲୋକମାନେ ଏବଂ କୁଳୀନ ଓ ପ୍ରଦେଶାଧିପତିମାନେ ତାଙ୍କର ସାକ୍ଷାତରେ ଉପସ୍ଥିତ ହେଲେ। Faic an caibideil |