ଏଷ୍ଟର 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା। Faic an caibideilଓଡିଆ ବାଇବେଲ1 ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ। Faic an caibideilପବିତ୍ର ବାଇବଲ1 ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପରେ କରଧାର୍ଯ୍ୟ କଲେ। Faic an caibideil |
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।