ଏଷ୍ଟର 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ? Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ? Faic an caibideilଓଡିଆ ବାଇବେଲ2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ ? Faic an caibideilପବିତ୍ର ବାଇବଲ2 ତାହାର ପରାକ୍ରମ ଓ ପ୍ରଭାବରେ ସବୁକଥା ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚ ପଦରେ ନିଯୁକ୍ତ କଲା। ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦିୟ ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ। Faic an caibideil |