Biblia Todo Logo
Bìoball air-loidhne

- Sanasan -




ଏଷ୍ଟର 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଏହିସବୁ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜାର କ୍ରୋଧ ଶା; ହୁଅନ୍ତେ, ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜାର କ୍ରୋଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।

Faic an caibideil Dèan lethbhreac




ଏଷ୍ଟର 2:1
4 Iomraidhean Croise  

ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


Lean sinn:

Sanasan


Sanasan