ଏଷ୍ଟର 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା। Faic an caibideilଓଡିଆ ବାଇବେଲ10 ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲେ। Faic an caibideilପବିତ୍ର ବାଇବଲ10 ଏଥିରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା। Faic an caibideil |