Biblia Todo Logo
Bìoball air-loidhne

- Sanasan -




ଏଷ୍ଟର 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍‍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍‍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମ‌ନ୍‌କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା।

Faic an caibideil Dèan lethbhreac




ଏଷ୍ଟର 3:4
11 Iomraidhean Croise  

ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”


ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।


ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”


ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”


ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”


Lean sinn:

Sanasan


Sanasan