ଏଷ୍ଟର 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Faic an caibideilଓଡିଆ ବାଇବେଲ3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Faic an caibideilପବିତ୍ର ବାଇବଲ3 ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Faic an caibideil |
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।