Biblia Todo Logo
Bìoball air-loidhne

- Sanasan -




ଏଷ୍ଟର 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ରାଜା ଦ୍ଵାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କି ହେଲା ଓ କି ନିମନ୍ତେ ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ’ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଏଥିପାଇଁ ରାଜାଙ୍କ ଦ୍ୱାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମେ ରାଜ ନପୁଂସକକୁ ଏଷ୍ଟର ଡାକି କ’ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା।

Faic an caibideil Dèan lethbhreac




ଏଷ୍ଟର 4:5
10 Iomraidhean Croise  

କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।


ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,


ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।


ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।


ତହିଁରେ ହଥକ୍‍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।


ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।


ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,


Lean sinn:

Sanasan


Sanasan