Biblia Todo Logo
Bìoball air-loidhne

- Sanasan -




ଏଷ୍ଟର 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ରାଜା ସେହି ଦ୍ଵିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”

Faic an caibideil Dèan lethbhreac




ଏଷ୍ଟର 7:2
7 Iomraidhean Croise  

ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”


ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”


ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।


ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”


ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”


ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?


Lean sinn:

Sanasan


Sanasan