ଏଷ୍ଟର 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”
Faic an caibideil Dèan lethbhreac
4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯେବେ ଆମ୍ଭେମାନେ କେବଳ ଦାସ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।
Faic an caibideil Dèan lethbhreac
4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”
Faic an caibideil Dèan lethbhreac
4 କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”
Faic an caibideil Dèan lethbhreac