ଯାତ୍ରା ପୁସ୍ତକ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ; Faic an caibideilପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଆସିଥିଲେ, ସେମାନଙ୍କ ନାମ; Faic an caibideilଓଡିଆ ବାଇବେଲ1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ; Faic an caibideilପବିତ୍ର ବାଇବଲ1 ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ଯାତ୍ରା କଲେ। ପ୍ରତ୍ୟେକ ପୁତ୍ର ସେମାନଙ୍କର ପରିବାର ସହିତ ଗଲେ। ଇସ୍ରାଏଲଙ୍କର ପୁତ୍ରମାନେ ହେଲେ: Faic an caibideil |