ଯାତ୍ରା ପୁସ୍ତକ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଂଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଂଗେ ସାବଧାନ ହୋଇ ବ୍ୟବହାର କରୁ। Faic an caibideilଓଡିଆ ବାଇବେଲ10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।” Faic an caibideilପବିତ୍ର ବାଇବଲ10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି ସେଥିପାଇଁ ଆମ୍ଭମାନଙ୍କୁ ଯୋଜନା କରିବାକୁ ପଡ଼ିବ। ଯଦି ଯୁଦ୍ଧ ହୁଏ, ଇସ୍ରାଏଲୀୟମାନେ ଆମ୍ଭର ଶତ୍ରୁ ପକ୍ଷରେ ଯୋଗଦେଇ ପାରନ୍ତି। ତା'ପରେ ସେମାନେ ଆମ୍ଭମାନଙ୍କୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରି ପାରନ୍ତି।” Faic an caibideil |
ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?