ଯାତ୍ରା ପୁସ୍ତକ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ପୁଣି କାଦୁଅ ଓ ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ଵାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେସମସ୍ତ ଦାସ୍ୟକର୍ମ କରାଇଲେ; ସେସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ। Faic an caibideilଓଡିଆ ବାଇବେଲ14 ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ। Faic an caibideilପବିତ୍ର ବାଇବଲ14 ମିଶରୀୟମାନେ ଇସ୍ରାଏଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସେମାନେ ସେମାନଙ୍କୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବାଧ୍ୟ କଲେ। ସେମାନଙ୍କୁ ମଧ୍ୟ ବିଲରେ କଠିନ ପରିଶ୍ରମ କରାଇଲେ। ସେମାନେ ପ୍ରତ୍ୟେକ କ୍ଷେତ୍ରରେ ସେମାନଙ୍କୁ ଅଧିକ ପରିଶ୍ରମ କରିବାକୁ ବାଧ୍ୟ କଲେ। Faic an caibideil |