ଯାତ୍ରା ପୁସ୍ତକ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ। Faic an caibideilଓଡିଆ ବାଇବେଲ22 ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।” Faic an caibideilପବିତ୍ର ବାଇବଲ22 ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, “ଇସ୍ରାଏଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ୟା ସନ୍ତାନଗଣଙ୍କୁ ଜୀବିତ ରଖିପାର।” Faic an caibideil |