ଯାତ୍ରା ପୁସ୍ତକ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସେ ଆପଣା ଲୋକମାନଙ୍କୁ କହିଲେ, ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କ-ଠାରୁ ଅଧିକ ଅଟନ୍ତି Faic an caibideilଓଡିଆ ବାଇବେଲ9 ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି। Faic an caibideilପବିତ୍ର ବାଇବଲ9 ସେହି ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ ଦେଖ। ସେମାନଙ୍କର ସଂଖ୍ୟା ଆମ୍ଭମାନଙ୍କ ଅପେକ୍ଷା ଅଧିକ! ସେମାନେ ଆମ୍ଭମାନଙ୍କଠାରୁ ଅଧିକ ଶକ୍ତିଶାଳୀ! Faic an caibideil |