ଯାତ୍ରା ପୁସ୍ତକ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କଲୁ। Faic an caibideilଓଡିଆ ବାଇବେଲ16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି। Faic an caibideilପବିତ୍ର ବାଇବଲ16 ଫାରୋ ବ୍ୟଗ୍ରତାର ସହକାରେ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, “ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ବିରୁଦ୍ଧରେ ପାପ କରିଅଛି। Faic an caibideil |