ଯାତ୍ରା ପୁସ୍ତକ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯେବେ କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ। Faic an caibideilଓଡିଆ ବାଇବେଲ4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ। Faic an caibideilପବିତ୍ର ବାଇବଲ4 ଯଦି, ତୁମ୍ଭ ପରିବାରରେ ଯଥେଷ୍ଟ ଲୋକ ନ ଥା’ନ୍ତି ତାକୁ ଖାଇବାକୁ, ତେବେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପଯୁକ୍ତ ପରିମାଣରେ ଖାଦ୍ୟ ହେବ। Faic an caibideil |