ଯାତ୍ରା ପୁସ୍ତକ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର। Faic an caibideilଓଡିଆ ବାଇବେଲ2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।” Faic an caibideilପବିତ୍ର ବାଇବଲ2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।” Faic an caibideil |
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।