ଯାତ୍ରା ପୁସ୍ତକ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା- ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୋହୀଙ୍କି ସମୁଦ୍ରରେ ନିକ୍ଷେପ କରିଅଛନ୍ତି। Faic an caibideilଓଡିଆ ବାଇବେଲ1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି। Faic an caibideilପବିତ୍ର ବାଇବଲ1 ଏହା ପରେ ମୋଶା ଓ ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ, “ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଏବଂ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କଲେ। Faic an caibideil |