ଯାତ୍ରା ପୁସ୍ତକ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ। Faic an caibideilଓଡିଆ ବାଇବେଲ3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ। Faic an caibideilପବିତ୍ର ବାଇବଲ3 ସଦାପ୍ରଭୁ ଯୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ। Faic an caibideil |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’