ଯାତ୍ରା ପୁସ୍ତକ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚଳିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। Faic an caibideilଓଡିଆ ବାଇବେଲ4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। Faic an caibideilପବିତ୍ର ବାଇବଲ4 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ଯାଇ ତାଙ୍କର ଆବଶ୍ୟକ ପରିମାଣରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡ଼ିବ ଯେ ସେମାନେ ଆମ୍ଭର ବ୍ୟବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ। Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”