Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ମିଶର ଦେଶରୁ ଇସ୍ରାଏଲୀୟମାନେ ବାହାରି ତୃତୀୟ ମାସର ପ୍ରଥମ ଦିନରେ ଆସି ସୀନୟ ମରୁଭୂମିରେ ପହଞ୍ଚିଲେ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 19:1
16 Iomraidhean Croise  

“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।


ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।


ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,


ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ


ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;


ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”


ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।


Lean sinn:

Sanasan


Sanasan