Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶଜାତା ଏକ କନ୍ୟାକୁ ବିବାହ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଲେବୀ ବଂଶର ଜଣେ ଲୋକ ଥିଲେ। ଯିଏକି ସେହି ଲେବୀ ବଂଶର ଜଣେ କନ୍ୟାଙ୍କୁ ବିବାହ କଲେ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 2:1
6 Iomraidhean Croise  

ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ସେସମୟରେ ହଦଦ୍‍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍‍ ସାନ ବାଳକ ଥିଲା।


ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।


Lean sinn:

Sanasan


Sanasan