Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସେହି ବାଳକର ଜଣେ ଭଉଣୀ ତାକୁ ଦୂରରୁ ଲକ୍ଷ୍ୟ କରୁଥିଲା। ପିଲାଟିର କ’ଣ ହେବ, ଏହା ଜାଣିବା ପାଇଁ ଲକ୍ଷ୍ୟ ରଖିଲା।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 2:4
5 Iomraidhean Croise  

ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।


ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।


Lean sinn:

Sanasan


Sanasan