ଯାତ୍ରା ପୁସ୍ତକ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?” Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକି ଡାକି ଆଣିବି? Faic an caibideilଓଡିଆ ବାଇବେଲ7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି ?” Faic an caibideilପବିତ୍ର ବାଇବଲ7 ତା'ପରେ ସେହି ଶିଶୁଟିର ଭଉଣୀ ରାଜକନ୍ୟାଙ୍କୁ ପଗ୍ଭରିଲା, “ମୁଁ ଯାଇ ଏହି ଶିଶୁଟିକୁ ତା'ର ସ୍ତନ୍ୟପାନ କରାଇବା ପାଇଁ ଜଣେ ଏବ୍ରୀୟା ଧାତ୍ରୀକି ଆଣିପାରେ କି?” Faic an caibideil |