ଯାତ୍ରା ପୁସ୍ତକ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆଉ ତୁମ୍ଭେ ଏହିସବୁ ଶାସନ ସେମାନଙ୍କର ଜ୍ଞାନଗୋଚର କରିବ। ଯଥା- Faic an caibideilଓଡିଆ ବାଇବେଲ1 ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା- Faic an caibideilପବିତ୍ର ବାଇବଲ1 ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଏଗୁଡ଼ିକ ହେଉଛି ଅନ୍ୟାନ୍ୟ ବ୍ୟବସ୍ଥା ତୁମ୍ଭେ ଲୋକମାନଙ୍କୁ ଜଣାଇବ। Faic an caibideil |
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।