ଯାତ୍ରା ପୁସ୍ତକ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ, Faic an caibideilପବିତ୍ର ବାଇବଲ (Re-edited) - (BSI)5 ମାତ୍ର ମୁଁ ଆପଣା ପ୍ରଭୁଙ୍କୁ, ପୁଣି ଆପଣା ଭାର୍ଯ୍ୟା ଓ ସନ୍ତାନଗଣକୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇ ଯିବି ନାହିଁ, ଏପରି କଥା ଯେବେ ସେହି ଦାସ ଦୃଢ଼ ରୂପେ କହିବ Faic an caibideilଓଡିଆ ବାଇବେଲ5 ମାତ୍ର ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇ ଯିବି ନାହିଁ, ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ Faic an caibideilପବିତ୍ର ବାଇବଲ5 “ମାତ୍ର ଏପରି ହୋଇପାରେ ଯେ ସେ ଦାସ କହିପାରେ ମୁଁ ମୋର ମୁନିବ ନିକଟରେ ରହିବି। ଯଦି ସେ କହେ, ‘ମୁଁ ମୋର ମୁନିବକୁ ଭଲ ପାଏ, ମୁଁ ମୋର ସ୍ତ୍ରୀ, ପୁତ୍ରକନ୍ୟାକୁ ପ୍ରେମ କରେ, ମୁଁ ମୁକ୍ତ ହେବାକୁ ଗ୍ଭହୁଁ ନାହିଁ, ମୁଁ ଏଠାରେ ରହିବି।’ Faic an caibideil |