ଯାତ୍ରା ପୁସ୍ତକ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯେବେ ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ-ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। Faic an caibideilଓଡିଆ ବାଇବେଲ8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। Faic an caibideilପବିତ୍ର ବାଇବଲ8 ଯଦି ତା'ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା'ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା'ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି। Faic an caibideil |
ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”