ଯାତ୍ରା ପୁସ୍ତକ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଯେବେ କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ। Faic an caibideilଓଡିଆ ବାଇବେଲ1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ। Faic an caibideilପବିତ୍ର ବାଇବଲ1 “ଜଣେ ବ୍ୟକ୍ତି ପାଇଁ କ’ଣ ଦଣ୍ଡ ଅଛି ଯିଏ ଗୋରୁ କିମ୍ବା ମେଷ ଗ୍ଭେରି କରେ, ଯଦି ସେ ତାକୁ ହତ୍ୟା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫେରାଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳରେ ପାଞ୍ଚୋଟି ଗୋରୁ, ଏବଂ ଏକ ମେଷ ବଦଳରେ ଗ୍ଭରୋଟି ମେଷ ଦେବ। Faic an caibideil |