ଯାତ୍ରା ପୁସ୍ତକ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; Faic an caibideilଓଡିଆ ବାଇବେଲ2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; Faic an caibideilପବିତ୍ର ବାଇବଲ2 “ତୁମ୍ଭେ ଲୋକ ଗହଳି ସହିତ ଯୋଗଦେବା ଉଚିତ୍ ନୁହଁ ଏବଂ ନ୍ୟାୟକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତେବେଳେ ତୁମ୍ଭେ ନ୍ୟାୟାଳୟରେ ସାକ୍ଷ୍ୟ ଦିଅ। Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”