ଯାତ୍ରା ପୁସ୍ତକ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ। Faic an caibideilଓଡିଆ ବାଇବେଲ7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ। Faic an caibideilପବିତ୍ର ବାଇବଲ7 “କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା’ ନାମରେ ମିଥ୍ୟା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ୟାୟରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ୟା କରିଥାଏ ତେବେ ମୁଁ ତାକୁ କ୍ଷମା ଦେବି ନାହିଁ। Faic an caibideil |