ଯାତ୍ରା ପୁସ୍ତକ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Faic an caibideilଓଡିଆ ବାଇବେଲ8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Faic an caibideilପବିତ୍ର ବାଇବଲ8 “ଯଦି କୌଣସି ଲୋକ ତା'ର ଭୁଲ୍ ପାଇଁ, ତାହା ସହ ଏକମତ ହେବା ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତେବେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଗ୍ଭରକ ସତ୍ୟତା ଦେଖି ପାରେ ନାହିଁ। ଏବଂ ଲାଞ୍ଚ ମଧ୍ୟ ଏକ ଉତ୍ତମ ଲୋକର ବ୍ୟବହାର ବଦଳାଇ ଦେଇ ପାରିବ। Faic an caibideil |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”