Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

2 କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।”

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 24:2
12 Iomraidhean Croise  

ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।


ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।


ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


Lean sinn:

Sanasan


Sanasan