ଯାତ୍ରା ପୁସ୍ତକ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ଵାଦଶ ବଂଶାନୁସାରେ ଦ୍ଵାଦଶ ସ୍ତମ୍ଭ ନିର୍ମାଣ କଲେ। Faic an caibideilଓଡିଆ ବାଇବେଲ4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। Faic an caibideilପବିତ୍ର ବାଇବଲ4 ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। Faic an caibideil |