Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପ୍ରତ୍ୟେକ କପଡ଼ା ଖଣ୍ଡମାନ ସମାନ ଆକୃତି ବିଶିଷ୍ଟ ହେବ। ପ୍ରତ୍ୟେକ କପଡ଼ା ଅଠେଇଶ ହାତ ଲମ୍ବ ଗ୍ଭରି ହାତ ପ୍ରସ୍ଥ ହେବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 26:2
6 Iomraidhean Croise  

ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”


ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।


ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;


Lean sinn:

Sanasan


Sanasan